
21/06/2025
ବାରିପଦା ଷ୍ଟାଡିୟମ ପଡିଆ ଠାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ। ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ, ଡ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଯୋଗଦାନ।ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା, ମହାରାଜା, ଜିଲ୍ଲାପାଳ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଓ ଅତିରିକ୍ତ ଜିଲ୍ଲାପାଳଙ୍କ ଯୋଗଦାନ