
24/07/2025
#କଂଗ୍ରେସର ଶ୍ରଦ୍ଧାଞ୍ଜଳି ସଭା । ଉତ୍କଳ ବିଶ୍ବବିଦ୍ୟାଳୟ ଗେଟ୍ ସମ୍ମୁଖରେ କଂଗ୍ରେସର ଶ୍ରଦ୍ଧାଞ୍ଜଳି ସଭା । FM କଲେଜ ଛାତ୍ରୀଙ୍କ ଏକାଦଶାହ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ସଭା ।ଯୋଗ ଦେଲେ ପିସିସି ସଭାପତି ଭକ୍ତ ଦାସଙ୍କ ସହ ଅନେକ କଂଗ୍ରେସ କର୍ମୀ । ବଳଙ୍ଗା ପୀଡ଼ିତାଙ୍କର ମଧ୍ୟ ଆଶୁ ଆରୋଗ୍ୟ କାମନା କଲେ । ମହିଳାଙ୍କୁ ନ୍ୟାୟ ମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ କହିଲେ ଭକ୍ତ