Aditya Prasad

Aditya Prasad i am a small youtuber . musical & dj videos are there on my channel . plz visit my channel

ଓଡ଼ିଶାର ବରପୁତ୍ର, ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି। ତାଙ୍କର ଦୃଢ ଆତ୍ମବିଶ୍ଵାସ, ଅନନ୍ୟ...
23/01/2021

ଓଡ଼ିଶାର ବରପୁତ୍ର, ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି। ତାଙ୍କର ଦୃଢ ଆତ୍ମବିଶ୍ଵାସ, ଅନନ୍ୟ ବିଚାରଧାରା ଓ ଦେଶ ପ୍ରତି ସମପର୍ଣ ଭାବ ସର୍ବଦା ପ୍ରେରଣାଦାୟୀ।

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି। ଆଦିବାସୀ ତଥା ସାଧାରଣ ଜନତାଙ୍କ ସ୍ଵାର୍ଥ ରକ୍ଷା ପାଇଁ ସମ୍...
23/01/2021

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି। ଆଦିବାସୀ ତଥା ସାଧାରଣ ଜନତାଙ୍କ ସ୍ଵାର୍ଥ ରକ୍ଷା ପାଇଁ ସମ୍ବଲପୁରରେ ବ୍ରିଟିସ ବିରୋଧୀ ସଶସ୍ତ୍ର ସଂଗ୍ରାମରେ ତାଙ୍କ ପରାକ୍ରମ ଏବଂ ବଳିଦାନ ସର୍ବଦା ସ୍ମରଣୀୟ।

09/11/2020
11/08/2020

ଶ୍ରୀକୃଷ୍ଣ ଗୋବିନ୍ଦ ହରେ ମୁରାରେ
ହେ ନାଥ ନାରାୟଣ ବାସୁଦେବ।।
HAPPY JANMASHTAMI TO ALL
FROM Nandighosha puja committee

30/07/2020

KENDRAPADA: The residents of Kendrapada have recently demanded that Rasabali — a sweet dish that had originated in the 400-year-old Baladevjew Temple .

ଓଡ଼ିଶାର ସାଂସ୍କୃତିକ ଗଣପର୍ବ ରଜ ଉତ୍ସବରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।Like my page
14/06/2020

ଓଡ଼ିଶାର ସାଂସ୍କୃତିକ ଗଣପର୍ବ ରଜ ଉତ୍ସବରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।
Like my page

07/06/2020

"ବନ୍ଦେ ଉତ୍କଳ ଜନନୀ " କୁ ରାଜ୍ୟ ସଙ୍ଗୀତ ର Cabinet ମୋହର ଦେଲା। Hon'ble ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୁ ଅଶେଷ ଧନ୍ୟବାଦ। 🙏🙏🙏🙏🙏🙏😍😍😍😍😍😍😍

ଆପଣମାନେ ଖୁସି ତ?🥰🥰🥰

Address

Kendrapara

Alerts

Be the first to know and let us send you an email when Aditya Prasad posts news and promotions. Your email address will not be used for any other purpose, and you can unsubscribe at any time.

Contact The Business

Send a message to Aditya Prasad:

Share

Category