
01/07/2025
ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା। ଅନିର୍ଦ୍ଦିଷ୍ଟ କାଳ ପାଇଁ ସମୂହ ଛୁଟିରେ ଯିବାକୁ ଓଏଏସ୍ ସଂଘର ନିଷ୍ପତ୍ତି ସ୍ଥଗିତ। ସମସ୍ତ ଅଭିଯୁକ୍ତ ଗିରଫ ନହେବା ପର୍ଯ୍ୟନ୍ତ ପ୍ରତିବାଦ ଜାରି ରଖିବାକୁ ଦେଇଥିଲେ ଚେତାବନୀ।
National Live News Rajgangpur